କେନ୍ଦ୍ର ମନ୍ତ୍ରିମଣ୍ଡଳଠାରୁ ବି ବଡ଼ ତିରୁପତି ମନ୍ଦିରର ନୂଆ ଟ୍ରଷ୍ଟ ବୋର୍ଡ

ତିରୁପତି : ଆନ୍ଧ୍ର ପ୍ରଦେଶ ସରକାର ତିରୁମାଲା ତିରୁପତି ଦେବସ୍ଥାନମ୍‌ (ଟିଟିଡି) ପାଇଁ ନୂଆ ଟ୍ରଷ୍ଟ ବୋର୍ଡ ଗଠନ କରିଛନ୍ତି। ୮୧ ସଦସ୍ୟ ବିଶିଷ୍ଟ ତିରୁପତି ମନ୍ଦିର ଟ୍ରଷ୍ଟ ବୋର୍ଡ କେନ୍ଦ୍ର ମନ୍ତ୍ରିମଣ୍ଡଳଠାରୁ ମଧ୍ୟ ବଡ଼। ଏହି ଟ୍ରଷ୍ଟ ବୋର୍ଡରେ ୨୯ ଜଣ ସଦସ୍ୟ ଏବଂ ୫୨ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଅଛନ୍ତି। ଏହା ହେଉଛି ବିଶ୍ବର ସବୁଠାରୁ ଧନୀ ହିନ୍ଦୁ ଦେବୋତ୍ତର କମିଟି ଏବଂ ସବୁଠାରୁ ବଡ଼ ଟ୍ରଷ୍ଟ … Continue reading କେନ୍ଦ୍ର ମନ୍ତ୍ରିମଣ୍ଡଳଠାରୁ ବି ବଡ଼ ତିରୁପତି ମନ୍ଦିରର ନୂଆ ଟ୍ରଷ୍ଟ ବୋର୍ଡ