ଚୀନକୁ ଆମାଜନର ଝଟକା: ଏକାସଙ୍ଗରେ ୬୦୦ଟି ବ୍ରାଣ୍ଡକୁ ବ୍ୟାନ୍ କଲା କମ୍ପାନି

ନୂଆଦିଲ୍ଲୀ : ଅନଲାଇନ ସପିଂ ୱେବସାଇଟ ଆମାଜନରୁ ବେଶ ସହଜରେ ଓ ସୁବିଧାରେ ଲୋକେ ମନ ମୁତାବକ ଜିନିଷ ଅର୍ଡର କରିଥାନ୍ତି। ବିଭିନ୍ନ ବ୍ରାଣ୍ଡର ଭଳିକି ଭଳି ସାମଗ୍ରୀ ଆଉ ତା’ସାଙ୍ଗରେ ଗ୍ରାହକଙ୍କୁ ଭଲ ଅଫର ଯୋଗାଇ ଆମାଜନ ବେଶ ଲୋକପ୍ରିୟ ହୋଇଛି। ତେଣୁ ଏହି ୱେବସାଇଟରେ କିଛି ଖରାପ ସାମଗ୍ରୀ ବିକ୍ରି ହେଉ ତାହା ଚାହୁଁନାହିଁ ଆମାଜନ୍। ସେଥିପାଇଁ ଆମାଜନ ନିଜର ନିୟମକୁ ନେଇ ବେଶ କଠୋର ହୋଇଥିବା … Continue reading ଚୀନକୁ ଆମାଜନର ଝଟକା: ଏକାସଙ୍ଗରେ ୬୦୦ଟି ବ୍ରାଣ୍ଡକୁ ବ୍ୟାନ୍ କଲା କମ୍ପାନି