ସୁନାରିସୀକୁଆଁ ହତ୍ୟା ଘଟଣାର ପର୍ଦ୍ଦାଫାସ : ୨ ହତ୍ୟାକାରୀ ଗିରଫ

ନୂଆପଡା: ଖଡ଼ିଆଳ ଥାନା ସୁନାରିସୀକୁଆଁ ଗ୍ରାମର ହତ୍ୟାକାଣ୍ଡ ଘଟଣାରେ ଖଡ଼ିଆଳ ପୁଲିସ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଥିବା ନେଇ ନୂଆପଡା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନୀଲ କୁମାର ଆଚାର୍ଯ୍ୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ଗତ ୧୧ ଦିନ ଅଭିମନ୍ୟୁ ବୈଠାରୁ ନାମକ ବ୍ୟକ୍ତିଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଲୁହାଛଡ଼ ଏବଂ କୁରାଢ଼ୀରେ ଉକ୍ତ ଗ୍ରାମର ସରୋଜ ନିଆଲ ଓ ରାମ ନିଆଲ … Continue reading ସୁନାରିସୀକୁଆଁ ହତ୍ୟା ଘଟଣାର ପର୍ଦ୍ଦାଫାସ : ୨ ହତ୍ୟାକାରୀ ଗିରଫ