ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତରେ ୮୨୭ କୋଟିର ନୂଆଁଖାଇ ଭେଟି

ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଓ ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ବଲାଙ୍ଗୀର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍‌କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫୯୭କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେଇଥିବା ବେଳେ ୨୩୦କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବଲାଙ୍ଗୀର ଜିଲ୍ଲାବାସୀଙ୍କୁ ମୋଟ ୮୨୭କୋଟି … Continue reading ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତରେ ୮୨୭ କୋଟିର ନୂଆଁଖାଇ ଭେଟି