୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ: ଓଡ଼ିଶାରେ ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ

ଭୁବନେଶ୍ୱର: ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଆଜି ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ ରହିଛି। ତେବେ କଟକ-ଭୁବନେଶ୍ବରରେ କେତେକ ମୋ ବସ୍ ଚାଲୁଥିବାର ଦେଖିବାକୁ ମିଳିଛି। ସକାଳେ ବିଶେଷ ଦୋକାନ ବଜାର ଖୋଲିନି। କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଓଡ଼ିଶାରେ ଏହି ୧୦ ଘଣ୍ଟିଆ … Continue reading ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ: ଓଡ଼ିଶାରେ ସରକାରୀ ଓ ବେସରକାରୀ ବସ୍ ଚଳାଚଳ ବନ୍ଦ