ଦେଶରେ ୨୪ ଘଣ୍ଟାରେ ୨୬,୦୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ : ମୃତ୍ୟୁସଂଖ୍ୟା ୨୭୬

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୨୬ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୦୪୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୭୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ … Continue reading ଦେଶରେ ୨୪ ଘଣ୍ଟାରେ ୨୬,୦୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ : ମୃତ୍ୟୁସଂଖ୍ୟା ୨୭୬