ରାଜ୍ୟରେ ୭୫ ଶିଶୁ ଓ କିଶୋରଙ୍କ ସମେତ ୪୪୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା … Continue reading ରାଜ୍ୟରେ ୭୫ ଶିଶୁ ଓ କିଶୋରଙ୍କ ସମେତ ୪୪୩ କରୋନା ପଜିଟିଭ୍ ଚିହ୍ନଟ