ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭ ଜଣ ଶିଶୁ ଓ କିଶୋର ସମେତ ୫୫୬ କରୋନା ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା … Continue reading ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭ ଜଣ ଶିଶୁ ଓ କିଶୋର ସମେତ ୫୫୬ କରୋନା ସଂକ୍ରମିତ