ଭୁବନେଶ୍ୱରରୁ ୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି। ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଆଜି ଭୁବନେଶ୍ୱରରୁ ୧୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୪ଜଣ ମଧ୍ୟରୁ ସଂଗରୋଧରୁ ୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୬ ଜଣ ସଂକ୍ରମିତ ଅଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର … Continue reading ଭୁବନେଶ୍ୱରରୁ ୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ