ଆଜି ଦେଶରେ ୧୦୦ କୋଟି ଟପିବ ଟିକାକରଣ

ନୂଆଦିଲ୍ଲୀ : ଦେଶରେ କରୋନା ଟିକାକରଣ ୯୯ କୋଟି ଟପିଯାଇଛି। ଆଜି ସକାଳ ସୁଦ୍ଧା ଏହା ୧୦୦ କୋଟି ଟପିବ ବୋଲି ଆଶା କରାଯାଉଛି। ଦେଶରେ ଟିକାକରଣ ଅଭିଯାନ ଜାନୁଆରି ମାସରେ ଆରମ୍ଭ ହୋଇଥିଲା। ଏହି ଅଭିଯାନ ଆରମ୍ଭ ହେବାର ୯ ମାସ ପରେ ଭାରତ ପ୍ରଥମ ଥର ପାଇଁ ୧୦୦ କୋଟି ଟିକାର ମାଇଲଖୁଣ୍ଟ ହାସଲ କରିବ। ଆଜି ଅପରାହ୍ଣ ସୁଦ୍ଧା ଦେଶରେ ପ୍ରାୟ ୯୯.୪ କୋଟି ଟିକା … Continue reading ଆଜି ଦେଶରେ ୧୦୦ କୋଟି ଟପିବ ଟିକାକରଣ