ମମିତା ହତ୍ୟାକାଣ୍ଡର ‘ଡେମୋ’ ଦେଖାଇଲେ ହତ୍ୟାକାରୀ ଗୋବିନ୍ଦ ସାହୁ

ଭୁବନେଶ୍ୱର: ମମିତାଙ୍କୁ ଯେଭଳି ଭାବେ ହତ୍ୟା କରିଥିଲେ ତା’ର ‘ଡେମୋ’ ଗତ ରାତି ପାହାନ୍ତା ପ୍ରାୟ ୪ଟା ବେଳେ ଗୋବିନ୍ଦ ସାହୁ ମହାଲିଙ୍ଗ ଷ୍ଟାଡିୟମ୍‌ରେ ପୁଲିସ ଆଗରେ ପ୍ରଦର୍ଶନ କରିଥିଲେ। ଅପରାଧ ସ୍ଥଳରେ ଅପରାଧିକ ଘଟଣାର ପୁନଃସଂରଚନା ନିମନ୍ତେ ପୁଲିସ ତାଙ୍କୁ ମହାଲିଙ୍ଗ ଷ୍ଟାଡିୟମ୍‌କୁ ନେଇଥିଲା। ମମିତାଙ୍କୁ ହତ୍ୟା କରି କେମିତି ଗାତ ଖୋଳି ପୋତିଥିଲେ, ସେ ସମ୍ବନ୍ଧରେ ପ୍ରାୟ ୧୫ ମିନିଟ୍‌ ଧରି ଗୋବିନ୍ଦ ପୁଲିସକୁ କହିଥିଲେ। ସେ … Continue reading ମମିତା ହତ୍ୟାକାଣ୍ଡର ‘ଡେମୋ’ ଦେଖାଇଲେ ହତ୍ୟାକାରୀ ଗୋବିନ୍ଦ ସାହୁ