ଦେଶରେ ୨୩୮ଦିନ ପରେ ଚିହ୍ନଟ ହେଲେ ସବୁଠୁ କମ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ୨୩୮ଦିନ ପରେ ଚିହ୍ନଟ ହେଲେ ସବୁଠୁ କମ କରୋନା ଆକ୍ରାନ୍ତ। ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ରୁ ଅଧିକ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୪୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୫୬ ମୃତ୍ୟୁ … Continue reading ଦେଶରେ ୨୩୮ଦିନ ପରେ ଚିହ୍ନଟ ହେଲେ ସବୁଠୁ କମ କରୋନା ଆକ୍ରାନ୍ତ