ରାଜ୍ୟରେ ଆସନ୍ତା ୨ ତାରିଖ ଯାଏଁ ପାଗରେ ପରିବର୍ତ୍ତନ

୭ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଭୁବନେଶ୍ବର: ଆଜିଠାରୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୁଖିଲା ଓ ଖରାଟିଆ ରହିବ। କାଁଭାଁ କେଉଁଠି ମେଘୁଆ ରହିପାରେ। ଶ୍ରୀଲଙ୍କା ଉପକୂଳସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପର ପ୍ରଭାବରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଓଡ଼ିଶାର … Continue reading ରାଜ୍ୟରେ ଆସନ୍ତା ୨ ତାରିଖ ଯାଏଁ ପାଗରେ ପରିବର୍ତ୍ତନ