କୋହଳ ହେଲା କରୋନା କଟକଣା : ବିବାହ-ବ୍ରତ-ଅନ୍ତିମ ସଂସ୍କାରରେ ସାମିଲ ହୋଇପାରିବେ ୨୫୦ ଜଣ

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଚଳିତ ମାସ ପ୍ରଥମ ସପ୍ତା‌ହରେ ଲାଗୁ କରାଯାଇଥିବା କୋଭିଡ କଟକଣାରେ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବାରୁ ଏଣିକି ବାହାଘର, ବ୍ରତଘର ଓ ଶୁଦ୍ଧିକ୍ରିୟାରେ ୨୫୦ ଲୋକ ଯୋଗ ଦେଇପାରିବେ। ନଭେମ୍ବର ୧ ତାରିଖ ଠାରୁ ନୂଆ ଗାଇଡଲାଇନ ଲାଗୁ ହେବ। ତେବେ ନୂଆ ଗାଇଡଲାଇନ୍ ଅନୁସାରେ ଏହି ସବୁ କାର୍ଯ୍ୟକ୍ରମରେ ଯେକୌଣସି ସମୟରେ ୨୫୦ ଜଣ ଲୋକ ଯୋଗ ଦେଇପାରିବେ। ଅନ୍ୟପଟେ … Continue reading କୋହଳ ହେଲା କରୋନା କଟକଣା : ବିବାହ-ବ୍ରତ-ଅନ୍ତିମ ସଂସ୍କାରରେ ସାମିଲ ହୋଇପାରିବେ ୨୫୦ ଜଣ