ଗୁଳିମାଡ଼ ପରେ ଯୁବକଙ୍କୁ ଭୁଜାଲିରେ ହାଣି ହତ୍ୟା

ବାଲେଶ୍ଵର: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଘଟଣା ବାଲେଶ୍ଵରରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଯୁବକଙ୍କୁ ପ୍ରଥମେ ଗୁଳିମାଡ଼, ତାପରେ ଭୁଜାଲିରେ ହାଣି ହତ୍ୟା କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ଵର ଜିଲ୍ଲା ଜଗନ୍ନାଥ ପାଟଣା ଗାଁର ରବୀନ୍ଦ୍ର ମୋହନ ଦାସଙ୍କ ପୁଅ ବିନୋଦ(୩୪) ଏକ ବାଇକରେ ଜଣଙ୍କ ସହ ମେଡିସିନ ପାଇଁ ସଦର ଥାନା କୁରୁଡା ଛକକୁ ଆସୁଥିଲେ। ପୂର୍ବାହ୍ନ ପ୍ରାୟ ୯ ଟା ୩୦ ମିନିଟ୍ ସମୟରେ ୩/୪ ଜଣ … Continue reading ଗୁଳିମାଡ଼ ପରେ ଯୁବକଙ୍କୁ ଭୁଜାଲିରେ ହାଣି ହତ୍ୟା