ନିମାପଡ଼ା ତହସିଲଦାରଙ୍କ ଘରେ ପଶିଲା ଭିଜିଲାନ୍ସ ଚଢ଼ାଉ

କଟକ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ କ୍ବାର୍ଟର ଏବଂ କଟକ ସିଡିଏରେ ଥିବା ବାସଭବନ ସମେତ ଅନ୍ୟ କେତେକ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ଦିନ ପ୍ରାୟ ୫ଟା ସମୟରେ ପୁରୀ ଜିଲ୍ଲାର ନିମାପଡ଼ା ତହସିଲଦାର ତଥା ଏବଂ ଇନ୍-ଚାର୍ଜ ସବ୍-ରେଜିଷ୍ଟ୍ରାର୍ ରାମଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଆରମ୍ଭ ହୋଇଛି। ପୁରୀର ସରକାରୀ … Continue reading ନିମାପଡ଼ା ତହସିଲଦାରଙ୍କ ଘରେ ପଶିଲା ଭିଜିଲାନ୍ସ ଚଢ଼ାଉ