ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ରାଜ୍ୟ ସରକାର

ଭୁବନେଶ୍ବର: କେନ୍ଦ୍ର ସରକାର ଦର କମ୍ କରିବା ପରେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସେ କହିଛନ୍ତି, ଇନ୍ଧନ ମୂଲ୍ୟ ବୃଦ୍ଧିରୁ ସାଧାରଣ ଜନତାଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଆଜି ପେଟ୍ରୋଲ ଏବଂ ଡିଜେଲ ଉପରେ ଭାଟ୍ ୩ ଟଙ୍କା ହ୍ରାସ କରାଯାଇଛି। ଏହା ନଭେମ୍ବର ୫ ତାରିଖ ମଧ୍ୟରାତ୍ରୀରୁ … Continue reading ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ରାଜ୍ୟ ସରକାର