ଆଜି ରାଜ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ : ୫୫ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା … Continue reading ଆଜି ରାଜ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ : ୫୫ ଜଣ ଶିଶୁ ଓ କିଶୋର ସଂକ୍ରମିତ