ପଞ୍ଚାୟତ ନିର୍ବାଚନ ପାଇଁ ଡିସେମ୍ବର ୧୪ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା : ରାଜ୍ୟ ନିର୍ବାଚନ ଆୟୋଗ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଡିସେମ୍ବର ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ … Continue reading ପଞ୍ଚାୟତ ନିର୍ବାଚନ ପାଇଁ ଡିସେମ୍ବର ୧୪ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା : ରାଜ୍ୟ ନିର୍ବାଚନ ଆୟୋଗ