ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

୧୧ ସକାଳେ ଅବପାତରେ ପରିଣତ ହୋଇ ତାମିଲନାଡୁ ଉପକୂଳ ଛୁଇଁବ ନୂଆଦିଲ୍ଲୀ : ଗତକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ସକାଳ ସାଢେ ୮ଟା ବେଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଏହି ଲଘୁଚାପ ଆସନ୍ତା ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ … Continue reading ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ