ପୁଲିସ ବାବୁଙ୍କ ଘରୁ ୩୮.୧୨ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

ଭୁବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ପୁଲିସ୍ ହାଉସିଂ ଆଣ୍ଡ ୱେଲଫେଆର୍ କର୍ପୋରେସନ(ଓପିଏଚଡବ୍ଲୁସି)ର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ବେଳେ ଘରୁ ୩୮.୧୨ ଲକ୍ଷ ଟଙ୍କା ଜବତ ହୋଇଛି। ପ୍ରତାପ ପଡ଼ୋଶୀ ଘର ଛାତକୁ ଫୋପାଡ଼ି ଦେଉଥିବା ବେଳେ ଏହି ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଟିମ୍। ସେ ପ୍ରଥମେ ୨୦ ଲକ୍ଷ ଟଙ୍କାର ବିଡ଼ା ବିଡ଼ା ନୋଟ ଏକ ପେଟିରେ ଭର୍ତ୍ତି … Continue reading ପୁଲିସ ବାବୁଙ୍କ ଘରୁ ୩୮.୧୨ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ