ଅରିଲୋରେ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଭାଜପାର ବିରୋଧ, କଳାପତକା ପ୍ରଦର୍ଶନ କଟକ: ଆଜି କଟକର ଅରିଲୋରେ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓମଫେଡ୍ ଡାଏରୀ ପ୍ଲାଣ୍ଟ ଉଦଘାଟନ କରି ମୁଁ ବହୁତ ଖୁସି। ରାଜ୍ୟ ସରକାର ସର୍ବଦା ଚାଷୀମାନଙ୍କ ସହିତ ଅଛନ୍ତି। ଓମଫେଡ଼ର ବିକାଶରେ ୩ ଲକ୍ଷ ଚାଷୀଙ୍କ ଅବଦାନ ରହିଛି। … Continue reading ଅରିଲୋରେ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ