ପୁଲିସ ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହେଲେ ଦୁଇ ଯୁବକ

ଭୁବନେଶ୍ବର: ଦେଢ଼ କୋଟି ଟଙ୍କା ଠକି ନେଇଥିବା ଦୁଇ ଜଣ ଠକ ଗିରଫ ହୋଇଥିବାର ସୂଚନା ମିଳିଛି। ଉଭୟଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ବୈକୁଣ୍ଠ ନାଥ ନାୟକ ଓ ଭୀମସେନ ମହାରଣା। ଦୁହେଁ ୩୮ ଜଣ ପୁଲିସ ଚାକିରି ଆଶାୟୀଙ୍କଠାରୁ ପାଖାପାଖି ଦେଢ଼ କୋଟି ଠକି ନେଇଥିଲେ। ଏହି ଦୁଇ ଠକ ପୁଲିସ ବିଭାଗର ସିପିଏସି ପରୀକ୍ଷାରେ ଚାକିରି କରେଇ … Continue reading ପୁଲିସ ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହେଲେ ଦୁଇ ଯୁବକ