୮ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଯାଇଛି। ଏହି ୮ ଜଣଙ୍କ ମଧ୍ୟରୁ ନିମାପଡ଼ାର ପୂର୍ବତନ ତହସିଲଦାର ତଥା ସବ୍ ରେଜିଷ୍ଟାର ଦାୟିତ୍ବରେ ଥିବା ଓ.ଏ.ଏସ୍ ଅଧିକାରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ … Continue reading ୮ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର