ବିଦ୍ୟାଳୟରେ ତାଲା ପକାଇ ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀଙ୍କ ଧାରଣା

ନରସିଂହପୁର: ଶିକ୍ଷକ ଓ କର୍ମଚାରୀ ପଦବି ପୂରଣ କରିବାକୁ ଦାବି କରି ନରସିଂହପୁର ବ୍ଲକ୍‌ ଅନ୍ତର୍ଗତ ବାଲିଝରୀ ମଦନଗୋପାଳ ହାଇସ୍କୁଲ୍‌ ଫାଟକରେ ତାଲା ପକାଇ ଗତ ୧୦ ତାରିଖରୁ ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀ ଦେଇଥିବା ଧାରଣା ଆଜି ଚତୁର୍ଥ ଦିନରେ ପହଞ୍ଚିଛି। ଏ ସମ୍ପର୍କରେ ଆଲୋଚନା ପାଇଁ ଆଜି ପୂର୍ବାହ୍ନ ୧୧ଟାରେ ସ୍ଥାନୀୟ ତହସିଲଦାର ଆଲୋକ କୁମାର ଦେହୁରୀ ଧାରଣାସ୍ଥଳରେ ପହଞ୍ଚିଥିଲେ। ଏହି ଅବସରରେ ତହସିଲଦାର ଶ୍ରୀ ଦେହୁରୀ … Continue reading ବିଦ୍ୟାଳୟରେ ତାଲା ପକାଇ ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀଙ୍କ ଧାରଣା