ରାଜଧାନୀରେ ୨୪ ଘଣ୍ଟା ମଧ୍ୟରେ ୧୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୫ଜଣ ଥିବା … Continue reading ରାଜଧାନୀରେ ୨୪ ଘଣ୍ଟା ମଧ୍ୟରେ ୧୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ