ଆଜି କୋଲକାତାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ଟି-୨୦

କୋଲକାତା: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ଟି-୨୦ ଅନ୍ତର୍ଜାତୀୟ ଶୃଙ୍ଖଳାର ୩ୟ ତଥା ଶେଷ ମ୍ୟାଚ୍‌ ଖେଳାଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଓହ୍ଲାଇଛି। ଟସ୍‌ ଜଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ନ୍ୟୁଜିଲାଣ୍ଡ ବୋଲିଂ ଜାରି ରଖିଛି। ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ଓ ଇଶନ କିଶନ୍‌ ଇନିଂସ ଆରମ୍ଭ କରିଛନ୍ତି। ତେବେ ଶୃଙ୍ଖଳାର ପ୍ରଥମ ଦୁଇ ମ୍ୟାଚ୍‌କୁ ଜିତିବା … Continue reading ଆଜି କୋଲକାତାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ଟି-୨୦