ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ : ଦରହ୍ରାସ ନିମନ୍ତେ ରାଷ୍ଟ୍ରପତିଙ୍କୁ ଦାବିପତ୍ର

ବିଶୋଇ: ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ମୟୂରଭଞ୍ଜ ଜିଲ୍ଲା ବିଶୋଇ ବ୍ଲକ ଯୁବ, ଛାତ୍ର ଓ ମହିଳା ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ଏଥି ସହିତ ରନ୍ଧନ ଗ୍ୟାସର ଦରହ୍ରାସ ଦାବିକରି ବିଜେଡି ପକ୍ଷରୁ ଏକ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଶୋଇ ବ୍ଲକ ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି। ବିଶୋଇ ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଉତ୍କଳ ରଞ୍ଜନ ମହାନ୍ତିଙ୍କ ନେତୃତ୍ୱରେ ବ୍ଲକର ଶତାଧିକ ଯୁବ ଓ ଛାତ୍ର … Continue reading ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ : ଦରହ୍ରାସ ନିମନ୍ତେ ରାଷ୍ଟ୍ରପତିଙ୍କୁ ଦାବିପତ୍ର