ପ୍ରଫେସର ଗଣେଶୀ ଲାଲ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଅନୁଶାସନ ସମିତି ଅଧ୍ୟକ୍ଷ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ପ୍ରଫେସର ଗଣେଶୀ ଲାଲ ଓଡ଼ିଶାର ନୂତନ ରାଜ୍ୟପାଳ ଭାବରେ ଆଜି ନିଯୁକ୍ତ ହୋଇଛନ୍ତି। ଏନେଇ ରାଷ୍ଟ୍ରପତି ଭବନରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ହରିୟାଣାର ସିର୍‌ସା ମହାବିଦ୍ୟାଳୟରେ ଜଣେ ଗଣିତ ଅଧ୍ୟାପକ ଭାବରେ କାର୍ଯ୍ୟ କରିଥିବା ଶ୍ରୀ ଲାଲ ପରେ ବିଜେପିରେ ଯୋଗ ଦେଇଥିଲେ। ୧୯୯୧ ମସିହାରେ ସିର୍‌ସା ଆସନରୁ ବିଜେପିରୁ ନିର୍ବାଚନ ଲଢ଼ି ପରାଜୟର … Continue reading ପ୍ରଫେସର ଗଣେଶୀ ଲାଲ ଓଡ଼ିଶାର ନୂଆ ରାଜ୍ୟପାଳ