ଜୁନିୟର ହକି ବିଶ୍ୱକପର ପ୍ରଥମ ମ୍ୟାଚ: ୫-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ବେଲଜିୟମ

ଭୁବନେଶ୍ୱର: ଜୁନିୟର ହକି ବିଶ୍ୱକପର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲର ଏକ ବଡ଼ ବ୍ୟବଧାନରେ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି ଶକ୍ତିଶାଳୀ ବେଲଜିୟମ। ଗତ ସଂସ୍କରଣର ରନର୍ସଅପ ବେଲଜିୟମ ଆରମ୍ଭରୁ ଆଟାକିଙ୍ଗ ଖେଳ ଜାରି ରଖିଥିଲା। ବେଲଜିୟମ ପକ୍ଷରୁ ମ୍ୟାଚର ୭ ମିନିଟରେ ଡି ରୋମାନ ଗୋଲ ସ୍କୋର କରି ଦଳକୁ ଅଗ୍ରଣୀ କରିଥିଲେ। ଏହାପରେ ବାରମ୍ବାର ଦକ୍ଷିଣ ଆଫ୍ରିକା ଗୋଲ ପୋଷ୍ଟରେ ଆକ୍ରମଣ … Continue reading ଜୁନିୟର ହକି ବିଶ୍ୱକପର ପ୍ରଥମ ମ୍ୟାଚ: ୫-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ବେଲଜିୟମ