ଏସିଆର ସର୍ବବୃହତ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ମୋଦୀ

୨୦୨୪ସୁଦ୍ଧା କାମ ଶେଷ କରିବାକୁ ଲକ୍ଷ୍ୟ ଲକ୍ଷ୍ନୌ: ଏସିଆର ସର୍ବବୃହତ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍ତରପ୍ରଦେଶ ଗୌତମବୁଦ୍ଧନଗରର ଜେୱରରେ ନୋଏଡା ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ। ୨୦୨୪ ସୁଦ୍ଧା ଏହି ବିମାନବନ୍ଦର କାମ ସଂପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ୫୦ କୋଟି ଟଙ୍କା ବିନିଯୋଗ ହେବା ସହ ଏହି ବିମାନବନ୍ଦର ପାଇଁ ଯୋଗୀ ସରକାର ୫ ହଜାର … Continue reading ଏସିଆର ସର୍ବବୃହତ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ମୋଦୀ