୨୪ ଘଣ୍ଟାରେ ଭାରତରେ ୧୦,୫୪୯ କୋଭିଡ୍‌-୧୯ ସଂକ୍ରମଣ : ମୃତ୍ୟୁସଂଖ୍ୟା ୪୮୮

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୫୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ … Continue reading ୨୪ ଘଣ୍ଟାରେ ଭାରତରେ ୧୦,୫୪୯ କୋଭିଡ୍‌-୧୯ ସଂକ୍ରମଣ : ମୃତ୍ୟୁସଂଖ୍ୟା ୪୮୮