ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ

ଭୁବନେଶ୍ୱର: ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ତଥା ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଏବଂ ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ପି.ଗୋପିଚାନ୍ଦ ଆଜି ପୂର୍ବାହ୍ନରେ ସହିଦନଗରସ୍ଥିତ ଓଡିଶା ବ୍ୟାଡମିଣ୍ଟନ ଏକାଡେମୀ ପରିଦର୍ଶନ କରିଛନ୍ତି। ଏହି ପରିଦର୍ଶନ ସମୟରେ ସେ ଏଠାକାର ପ୍ରଶିକ୍ଷାର୍ଥୀ, ବୈଷୟିକ କର୍ମଚାରୀ ଓ କୋଚମାନଙ୍କ ସହ ତାଲିମ ଓ ଅନ୍ୟାନ ବିଷୟରେ ଆଲୋଚନା କରିଥିଲେ। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ଓଡିଶା ବ୍ୟାଡମିଣ୍ଟନ … Continue reading ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ