ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌ : ୧୦ରୁ ଅଧିକ ଆହତ, ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ଗୋରୁମହିଷାଣୀ: ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଥାନାଅଧୀନ ଟୋଲକ ଗ୍ରାମ ନିକଟରେ ଆଜି ପୂର୍ବାହ୍ନ ୧୦ଟା ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବାରୁ ଏଥିରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଅନ୍ୟ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତଙ୍କୁ ଗୋରୁମହିଷାଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ବାବା ଭୂତନାଥ ନାମକ ଏକ ଘରୋଇ ବସ (ଓଆର-୧୧ଜେ-୮୦୭୭) ଜାମଦାରୁ କାହୁତୁକା ଅଭିମୁଖେ ଯାଉଥିବା ବେଳେ ଟୋଲକ ଗ୍ରାମ … Continue reading ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌ : ୧୦ରୁ ଅଧିକ ଆହତ, ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ