ବିଗିଡ଼ିଲା ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟାବସ୍ଥା : ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଯାଜପୁର : ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଗୁରୁ ନନ୍ଦ କିଶୋର ପୁଷ୍ଟି ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଚିନ୍ତାଜନକ ଥିବା ଡାକ୍ତରମାନେ ସୂଚନା ଦେଇଛନ୍ତି। ରବିବାର ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ସୋମବାରଦିନ ଯାଜପୁର ଜିଲ୍ଲା ମୁଖ୍ୟ … Continue reading ବିଗିଡ଼ିଲା ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟାବସ୍ଥା : ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି