୫ ଘଣ୍ଟା ଚାଲିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ବାଚସ୍ପତି

ଭୁବନେଶ୍ବର: ସର୍ବଦଳୀୟ ବୈଠକ ପରେ ବିଧାନସଭା କାର୍ଯ୍ୟସୂଚୀ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧ ତାରିଖରୁ ୩୧ ତାରିଖ ଯାଏଁ ଚାଳିବ ବିଧାନସଭାର ଶୀତକାଳୀନ ଅଧିବେଶନ। ୨୬ ଦିନ ଧରି ଚାଲିବ ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ୧ଟା ୩୦ଯାଏଁ ବସିବ ଏବଂ ଅପରାହ୍ନ ୪ଟା ରୁ ୬ଟା ଯାଏଁ ଚାଲିବ। ଏପରି ପ୍ରତିଦିନ … Continue reading ୫ ଘଣ୍ଟା ଚାଲିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ବାଚସ୍ପତି