ପୂର୍ବ ସଂକ୍ରମିତଙ୍କ ପାଇଁ ବିପଦ ଅଧିକ ଆଣିପାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ : ବିଶେଷଜ୍ଞ

ନୂଆଦିଲ୍ଲୀ: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଏବେ ସାରା ବିଶ୍ୱରେ ବଢୁଛି ଭୟ। ପୁରୁଣା ଭାରିଆଣ୍ଟ ଅପେକ୍ଷା ଏହା ଦ୍ରୁତ ଗତିରେ ଲୋକଙ୍କୁ ସଂକ୍ରମିତ କରୁଥିବା କୁହାଯାଉଥିବାବେଳେ, ପୂର୍ବ ଅପେକ୍ଷା ଏହା ଅଧିକ ଘାତକ ବୋଲି ମଧ୍ୟ ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯାହାକୁ ନେଇ ଏବେ ସାରା ବିଶ୍ୱରେ ଏକ ପ୍ରକାର ଭୟର ବାତାବରଣ ଖେଳିଯାଇଛି। ତେବେ ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା ଏହି ନୂଆ ଭାରିଆଣ୍ଟ ବିଶ୍ୱର … Continue reading ପୂର୍ବ ସଂକ୍ରମିତଙ୍କ ପାଇଁ ବିପଦ ଅଧିକ ଆଣିପାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ : ବିଶେଷଜ୍ଞ