ସମ୍ଭାବିତ ବାତ୍ୟା ପାଇଁ ଏସଆରସି ପକ୍ଷରୁ ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଆସୁଥିବା ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ରର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର। ଏସବୁ ଭିତରେ ଏସଆରସି ବିଭିନ୍ନ ଜିଲ୍ଳାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରିବା ସହ ବାତ୍ୟା ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। ଜିରୋ କାଜୁଆଲିଟିର ମିଶନ ନେଇ କାମ କରୁଥିବା ରାଜ୍ୟ ସରକାର ବାତ୍ୟା ପୂର୍ବରୁ ପୂରା ସ୍ଥିତି ଉପରେ କଡା ନଜର ରଖିଛନ୍ତି। ତଳିଆ ଅଞ୍ଚଳ ପାଇଁ … Continue reading ସମ୍ଭାବିତ ବାତ୍ୟା ପାଇଁ ଏସଆରସି ପକ୍ଷରୁ ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି