ଶୀତକାଳୀନ ଅଧିବେଶନରେ କେନ୍ଦ୍ରୀୟ ଅବହେଳାକୁ ପ୍ରସଙ୍ଗ କରିବ ବିଜେଡି

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖ (ବୁଧବାର) ଠାରୁ ଆରମ୍ଭ ହେବାକୁ ଯାଉଛି। ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ବିରୋଧୀ ଦଳ ତଥା ବିଜେପି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ତେବେ ଶାସକ ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ରୀୟ ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରିବ। ବିଧାୟକ ଦଳର ବୈଠକ ପରେ ମନ୍ତ୍ରୀ ବିକ୍ରମ କେଶରୀ … Continue reading ଶୀତକାଳୀନ ଅଧିବେଶନରେ କେନ୍ଦ୍ରୀୟ ଅବହେଳାକୁ ପ୍ରସଙ୍ଗ କରିବ ବିଜେଡି