ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ: କେନ୍ଦ୍ର ଆବାସ ଯୋଜନାରେ ପାତରଅନ୍ତର ନେଇ ବିଜେଡିର ବିକ୍ଷୋଭ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ଭିଡ଼ିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିବେଶନରେ ଯୋଗ ଦେଇଥିବା ବେଳେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ କରିବା ପରେ ଗୃହକୁ ଦିନ ୪ଟା ଯାଏଁ ମୁଲତବୀ କରାଯାଇଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାକୁ ଉପେକ୍ଷା ପ୍ରତିବାଦରେ ବିଜେଡି ପକ୍ଷରୁ ରାଜଭବନ ଆଗରେ ବିକ୍ଷୋଭ କରାଯାଇଛି। କେନ୍ଦ୍ର ସରକାର … Continue reading ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ: କେନ୍ଦ୍ର ଆବାସ ଯୋଜନାରେ ପାତରଅନ୍ତର ନେଇ ବିଜେଡିର ବିକ୍ଷୋଭ