ଗୋପାଳପୁରଠାରୁ ୪୭୦ କିଲୋମିଟର ଦୂରରେ ଜୱାଦ

ଘଣ୍ଟା ପିଛା ୨୨ କିମି ବେଗରେ ସ୍ଥଳଭାଗ ଆଡ଼କୁ ହେଉଛି ଅଗ୍ରସର ଭୁବନେଶ୍ବର: ବାତ୍ୟା ଜୱାଦ ନେଇ ତାଜା ଅପଡେଟ୍ ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ। ବାତ୍ୟା ଏବେ ସମୁଦ୍ର ଭିତରେ ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଗତି କରୁଥିବାବେଳେ ଆସନ୍ତା ୫ ତାରିଖ ବେଳକୁ ଏହା ଉପକୂଳ ଛୁଇଁପାରେ। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ପୁରୀ ନିକଟରେ ଏହା … Continue reading ଗୋପାଳପୁରଠାରୁ ୪୭୦ କିଲୋମିଟର ଦୂରରେ ଜୱାଦ