ଆଜି ଓଡ଼ିଶାରେ କରୋନାରୁ ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬

ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୭ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୁରଭଞ୍ଜ ଜିଲ୍ଲାରୁ ୧୫ ଜଣ … Continue reading ଆଜି ଓଡ଼ିଶାରେ କରୋନାରୁ ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬