ରବିବାର ସକାଳସୁଦ୍ଧା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା ଜୱାଦ୍

ଭୁବନେଶ୍ୱର : ସମୁଦ୍ର ମଧ୍ୟରେ ହିଁ ଦୁର୍ବଳ ହୋଇଯାଇଛି ବାତ୍ୟା ଜୱାଦ। ଆଜି ସଂଧ୍ୟା ସାଢେ ୫ଟା ସୁଦ୍ଧା ଏହା ଦୁର୍ବଳ ହୋଇ ଏକ ଗଭୀର ଅବପାତ ବା ଡିପ୍ ଡିପ୍ରେସନରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଏହା ଘଣ୍ଟା ପ୍ରତି ୯ କିଲୋମିଟର ବେଗରେ ଗତି କରୁଛି। ସଂଧ୍ୟା ସାଢେ ୫ଟା ବେଳେ ଏହା ବିଶାଖାପାଟଣାଠାରୁ ୧୮୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା … Continue reading ରବିବାର ସକାଳସୁଦ୍ଧା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା ଜୱାଦ୍