ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ବର: କଂଗ୍ରେସର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ, ବିଧାୟକ ପ୍ରତାପ ଦେବ ଓ ପ୍ରୀତିରଂଜନ ଘଡେ଼ଇଙ୍କ ଉପସ୍ଥିତି ରେ ଦଳରେ ଯୋଗ ଦେଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପ୍ରଫୁଲ୍ଲ। ବିଜେଡିରେ ଯୋଗ ଦେବା ପରେ ପ୍ରଫୁଲ କହିଛନ୍ତି, ଆଜି ମୋ ପାଇଁ ସ୍ମୃତିର ଦିନ। ତଳସରା ନିର୍ବାଚନ … Continue reading ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ