ଅଧପନ୍ତରିଆ ଭାବେ କାହିଁକି ବନ୍ଦ ହେଲା ବିଧାନସଭା ?

ଭୁବନେଶ୍ୱର: ବିଧାନସଭା ଶୀତକାଳୀନ ଅଧିବେଶନ ଅଧାରୁ ବନ୍ଦ ହୋଇଥିବାବେଳେ ଏହାକୁ ନେଇ ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇଛି ବିଜେପି। ରାଜ୍ୟପାଳଙ୍କୁ ୪ ଦଫା ଦାବି ଜଣାଇଛି ବିଜେପି ବିଧାୟକ ଦଳ। ରାଜ୍ୟବାସୀଙ୍କ ସ୍ୱାର୍ଥ ସମ୍ବଳିତ ବିଷୟ ଓ ମୌଳିକ ଦାବିକୁ ବିଧାନସଭାରେ ଆଲୋଚନା କରିବାକୁ ବିରୋଧୀ ଦଳକୁ ସୁଯୋଗ ଦିଆଯାଇନାହିଁ। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ମନ୍ତ୍ରୀଙ୍କୁ ଘଣ୍ଟ ଘୋଡ଼ାଇ ରଖୁଛନ୍ତି ବୋଲି ବିଜେପି ଅଭିଯୋଗ କରିଛି। ଏହି … Continue reading ଅଧପନ୍ତରିଆ ଭାବେ କାହିଁକି ବନ୍ଦ ହେଲା ବିଧାନସଭା ?