ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫୩କୁ ବୃଦ୍ଧି : ମହାରାଷ୍ଟ୍ରରେ ଆଉ ୮ ଜଣ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ : ମହାରାଷ୍ଟ୍ରରେ ଆଉ ୮ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ମୁମ୍ବାଇରୁ ବୋଲି ଜଣାପଡ଼ିଛି। ଏହି ୮ ଜଣଙ୍କ ମଧ୍ୟରୁ ୭ ଜଣ ଟିକା ନେଇଥିବାବେଳେ ଜଣେ ଟିକା ନେଇନାହାନ୍ତି। ଏହା ସହିତ ମହାରାଷ୍ଟ୍ରରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ଭାରତରେ ଏପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫୩କୁ ବୃଦ୍ଧି ପାଇଛ। … Continue reading ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫୩କୁ ବୃଦ୍ଧି : ମହାରାଷ୍ଟ୍ରରେ ଆଉ ୮ ଜଣ ନୂଆ ଆକ୍ରାନ୍ତ