ଓଡ଼ିଶାକୁ ବଢୁଛି ଓମିକ୍ରନ୍‌ ଚିନ୍ତା

ଆନ୍ଧ୍ରପ୍ରଦେଶ-ପଶ୍ଚିମବଙ୍ଗରେ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ଭୁବନେଶ୍ବର: ଓମିକ୍ରନର ଭୟ ଭିତରେ ପଡୋଶୀ ରାଜ୍ୟରୁ ଆକ୍ରାନ୍ତ ଚିହ୍ନଟ ହେବା ଓଡିଶାର ଚିନ୍ତା ବଢାଇ ଦେଇଛି। ପୂର୍ବରୁ ଆନ୍ଧ୍ରପ୍ରଦେଶରୁ ଆଉ ଏବେ ପଶ୍ଚିମବଙ୍ଗରୁ ଜଣେ ନାବାଳକ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଡୋଶୀଙ୍କ ଠାରୁ ଦ୍ରୁତ ସଂକ୍ରାମକ କରୋନାର ଏହି ନୂଆ ପ୍ରଜାତି ରାଜ୍ୟକୁ ପଶି ଆସିବା ଆଶଙ୍କା ଦେଖାଦେଇଛି। ତେଣୁ ସୀମାନ୍ତ ଅଞ୍ଚଳରେ ନଜର ରଖିବା ରାଜ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇପଡିଛି। … Continue reading ଓଡ଼ିଶାକୁ ବଢୁଛି ଓମିକ୍ରନ୍‌ ଚିନ୍ତା