ଋଷିଆକୁ ୟୁରୋପୀୟ ସଂଘର ଚେତାବନୀ : ଭୟଙ୍କର ପରିଣତି ପାଇଁ ପ୍ରସ୍ତୁତ ରୁହ

ମସ୍କୋ : ୟୁକ୍ରେନ ସଂକଟ ନେଇ ଋଷିଆକୁ ପୁଣି ଚେତାବନୀ ଶୁଣାଇଛି ବ୍ରିଟେନ ଓ ୟୁରୋପୀୟ ସଂଘ। ଋଷିଆ ସୈନ୍ୟ ଯଦି ୟୁକ୍ରେନ ମଧ୍ୟରେ ପ୍ରବେଶ କରନ୍ତି ତେବେ ତାହାର ପରିଣତି ଭୟଙ୍କର ହେବ। ଋଷିଆ ଉପରେ କଠୋର ଆର୍ଥିକ କଟକଣା ଲଗାଯିବ ଯାହାର ଚାପରେ ଋଷିଆର ଅର୍ଥନୀତି ତଳିତଳାନ୍ତ ହୋଇଯିବ ବୋଲି ୟୁରୋପୀୟ ସଂଘ ପକ୍ଷରୁ ଧମକ ଦିଆଯାଇଛି। ଗତ ୨୦୧୪ରେ ଋଷିଆ ୟୁକ୍ରେନର କ୍ରିମିଆ ଅଞ୍ଚଳକୁ ବଳପୂର୍ବକ … Continue reading ଋଷିଆକୁ ୟୁରୋପୀୟ ସଂଘର ଚେତାବନୀ : ଭୟଙ୍କର ପରିଣତି ପାଇଁ ପ୍ରସ୍ତୁତ ରୁହ