ଇସ୍ପାତ ଓ ଖଣି ବିଭାଗର ୧୫ ଜଣ କର୍ମଚାରୀ କରୋନା ପଜିଟିଭ୍‌ : ୨ ଦିନ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ବର: ଇସ୍ପାତ ଓ ଖଣି ବିଭାଗର ୧୫ ଜଣ କର୍ମଚାରୀ ଗୁରୁବାର ଦିନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ପାଇଁ ସମସ୍ତଙ୍କର ଚିନ୍ତା ଥିବା‌ ବେଳେ ଏକକାଳୀନ ଗୋଟିଏ ବିଭାଗର ୧୫ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବାରୁ କର୍ମଚାରୀମାନେ ଭୟଭୀତ ହୋଇଯାଇଛନ୍ତି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ଅଫିସ୍‌ ବନ୍ଦ ରଖାଯାଇଛି। ଏହି ସମୟ ମଧ୍ୟରେ … Continue reading ଇସ୍ପାତ ଓ ଖଣି ବିଭାଗର ୧୫ ଜଣ କର୍ମଚାରୀ କରୋନା ପଜିଟିଭ୍‌ : ୨ ଦିନ କାର୍ଯ୍ୟାଳୟ ବନ୍ଦ