ଦ୍ଵିତୀୟ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର: ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ଗ୍ରାହକଙ୍କୁ କରୁଛି ଆକର୍ଷିତ

ରାଉରକେଲା: ଦ୍ଵିତୀୟ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଛି। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନଶକ୍ତି ବିଭାଗ ଆନୁକୂଲ୍ୟରେ ନୂଆଗାଁ ବ୍ଲକ ଅନ୍ତର୍ଗତ କର୍କଟନାସା ପଞ୍ଚାୟତର ପଟବଠାରେ ଶୁକ୍ରବାର ଦିନ ଏହି ଟିଫିନ୍ ସେଣ୍ଟର ଖୋଲିଛି। ଏହାକୁ ନୂଆଗାଁ ସିଡିପିଓ ସାବିତ୍ରୀ ରଣା ଅନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଏହି ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟରର ପରିଚାଳନା ଦାୟିତ୍ୱ ସ୍ଥାନୀୟ କୁନି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ … Continue reading ଦ୍ଵିତୀୟ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର: ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ଗ୍ରାହକଙ୍କୁ କରୁଛି ଆକର୍ଷିତ